ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା । ଦୁୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳ ଚିତ୍କାର ଏବଂ କାନ୍ଦବୋବାଳିରେ ଫାଟି ପଡିଥିଲା ।...