ରାଜ୍ୟର ସମସ୍ତ ସହରରେ ଅକ୍ଟୋବର ୫ ପୂର୍ବରୁ ସମସ୍ତ ରାସ୍ତା କାମ ସାରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର,୧୩।୯: ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ପ୍ରତ୍ୟେକ ସହରର ସମସ୍ତ ରାସ୍ତାର ମରାମତି ଓ ଉନ୍ନତୀକରଣ ନିମନ୍ତେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ନିର୍ଦ୍ଧାରିତ ସମୟ…