‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ବାର୍ତ୍ତା ନେଇ ରାଜ୍ୟବ୍ୟାପୀ ପାଳନ କରାଯାଉଛି ସଡକ ସୁରକ୍ଷା ସପ୍ତାହ ନୀଳଗିରି,୩।୧: ‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ଚଳିତବର୍ଷର ସଡକ ସୁରକ୍ଷା ସପ୍ତାହ ପାଳନର ସଚେତନତା ବାର୍ତ୍ତା ନେଇ ରାଜ୍ୟର ସମସ୍ତ ଜିଲାରେ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଉଛି । ସଡ଼କ ଦୁର୍ଘଟଣାରେ ଅଧିକରୁ ଅଧିକ ଜୀବନକୁ କିପରି ରକ୍ଷା...