Tag Archives: road show

ପାକିସ୍ତାନକୁ ସିଧାସଳଖ ଚେତାବନୀ ଦେଲେ ମୋଦି, କହିଲେ…

ଗାନ୍ଧିନଗର,୨୭।୫: ଅପରେଶନ ସିନ୍ଦୂର ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଗୁଜରାଟ ଗସ୍ତରେ ଅଛନ୍ତି। ସେ ମଙ୍ଗଳବାର ସକାଳେ ଗାନ୍ଧୀ ନଗରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ଏଠାରେ ଏକ ରୋଡ ଶୋ’ କରିଥିଲେ ଏବଂ ତା’ପରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ।…

ମୋଦିଙ୍କ ରୋଡ ଶୋ’ରେ ନଜର ଆସିଲେ କର୍ଣ୍ଣେଲ ସୋଫିଆଙ୍କ ପରିବାର

ଭଦୋଦରା,୨୬।୫: ପ୍ରଧାନମନ୍ତ୍ରୀ ମୋଦି ସୋମବାର ଗୁଜରାଟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ଭଦୋଦରାରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଏକ ମେଗା ରାଲିର ଆୟୋଜନ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଶହ ଶହ ଲୋକ ଯୋଗ ଦେଇଥିଲେ, ପ୍ରଧାନମନ୍ତ୍ରୀ ହାତ ହଲାଇ ସମସ୍ତଙ୍କୁ ସ୍ବାଗତ…

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି।…

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା…

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ। ମାଉସୀ…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?