ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି
ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ ନାୟକ (୨୮) ଏବଂ ଅନ୍ୟ ଜଣେ ନାବାଳକ ବୋଲି ତଦନ୍ତକାରୀ ଅଧିକାରୀ ବାସନ୍ତୀ…
ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ
ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ ଫୁଳିବାରେ ଲାଗିଥିବା ବେଳେ ଚାଷ ଜମି ବାଲିଚର ହୋଇ ନଷ୍ଟ ହୋଇଛି। ବୁଧବାର…
ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ
ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ ବନ୍ଦ ହେଇ ପଡ଼ିରହିଛି। ଫଳରେ ଅନୁସୂଚିତ ଜାତି ଓ ଜନଜାତିବହୁଳ ଗାନ୍ଧିନଗର ପଡ଼ା…
କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…
ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍ ଚାଳକ ସାଗର ବିଷୋୟୀଙ୍କ ମୃତ୍ୟୁ ଘଟିଛି। ଖବରପାଇ ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି…
ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…
ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରସାରିତ ହେବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ…
ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ
ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ ଧର୍ମେନ୍ଦ୍ର ନଡ଼ିଆ ପିଟି ରାସ୍ତାର ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସ ସମୟରେ ହରମୋହନ ଶାସିନୀ,…
ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ
ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍ ବ୍ରେକର) ଯୋଗୁ ଯାତାୟାତରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଭିଯୋଗ ହେଉଛି। ଉକ୍ତ ହମ୍ପ୍ସ…
ପିଚୁ ରାସ୍ତା ଖୋଳି ପାଇପ୍ ଲାଇନ ବିଛାଉଛି କମ୍ପାନୀ, ବିନା ଅନୁମତିରେ…
ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମେଗା ପାନୀୟ ଜଳ ଯୋଗାଣ ପାଇଁ ପାଇପ ଲାଇନ୍ ବିଛାଇବା କାର୍ଯ୍ୟକୁ ଠିକାରେ ନେଇଥିବା କମ୍ପାନୀ ମନଇଚ୍ଛା ବିନା ଅନୁମତିରେ ପିଚୁ ଓ କଂକ୍ରିଟ ରାସ୍ତା ଖୋଳି ନଷ୍ଟ କରୁଥିବା ଦେଖିବାକୁ…
ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ ଫେରାଇ ପ୍ରଶଂସା ସାଉଣ୍ଟିଛନ୍ତି। ଶେଖର ବାଇକ୍ ଯୋଗେ ବ୍ରହ୍ମପୁର ନିକଟ ଲାଞ୍ଜିଆ ଗ୍ରାମକୁ…
କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା
ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି ଥାକିଆ ରାସ୍ତା କରାଯିବା ପାଇଁ ୨୦୨୩ ଡିସେମ୍ବର ମାସରେ ପାଣିକୋଇଲି ପୂର୍ତ୍ତ ବିଭାଗ…
୨୪ କିମି ଲାଗି ୧୦୪ କୋଟି ଟଙ୍କା ବ୍ୟୟ ଅଟକଳ: ଗାର୍ଡୱାଲ୍ ନାହିଁ, ରାସ୍ତା ଭୁଶୁଡ଼ିବା ଆଶଙ୍କା
ମହାକାଳପଡ଼ା,୧୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ କରିଡର ପ୍ରତିଷ୍ଠା ପାଇଁ ପୂର୍ବ ସରକାରଙ୍କ ସମୟରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ରାସ୍ତା ନିର୍ମାଣ ୨୪ କିମି ଲାଗି ୧୦୪ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି। ଏହି…
ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ
ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ, ଓସାରିଆ ଓ ପାର୍ଶ୍ୱରେ ପଥର ବିଛାଇବା ପାଇଁ ବହୁ କୋଟି ଟଙ୍କା ବ୍ୟୟରେ…

