Tag Archives: road

ସଂଯୋଗୀକରଣ ରାସ୍ତାରେ ନୂଆ ମାଟି, ବର୍ଷା ହେଲେ ଅବସ୍ଥା ବେହାଲ

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ବାଲିଗୁଡ଼ା ଭାୟା ବୁଡ଼ାଗୁଡ଼ା ରାସ୍ତାର ଟପରିଙ୍ଗିଆଠାରେ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଯାତାୟାତ ସମସ୍ୟା ବୃଦ୍ଧି ପାଇଛି। ପ୍ରକାଶ ଯେ, ସିମନବାଡ଼ିଠାରୁ ବୁଡ଼ାଗୁଡ଼ା ଏବଂ ବୁଡ଼ାଗୁଡ଼ାଠାରୁ ବାଲିଗୁଡ଼ାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ…

ରାସ୍ତା ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ, ବଢୁଛି ଜନ ଅସନ୍ତୋଷ

ବୁଗୁଡ଼ା,୧୬ା୭(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ସହରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେରାସ୍ତାର ସୌନ୍ଦର୍ଯ୍ୟକରଣ ସହ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ରାସ୍ତାରେ ହୋଇଥିବା ଡିଭାଇଡର ବ୍ୟବସ୍ଥା ବର୍ଷବର୍ଷ ଧରି ଅଧାପନ୍ତରିଆ ରହିଥିବାରୁ…

ବିପଦକୁ ଆମନ୍ତ୍ରଣ କରୁଛି ଥୁଆମୂଳରାମପୁର ରାସ୍ତା

ଥୁଆମୂଳରାମପୁର,୧୧ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣାଠାରୁ ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ନିର୍ମାଣରେ ଅନିୟମିତତା ହେଉଥିବା ସହ କାଲଦୁଦା ଘାଟି ମୁଖ୍ୟ ରାସ୍ତା କାଦୁଅରେ ପଚପଚ ହୋଇ ମରଣଯନ୍ତା…

ସାମାନ୍ୟ ବର୍ଷାରେ କୃତ୍ରିମ ବନ୍ୟା: ରାସ୍ତା ମରାମତି ଦାବି

କର୍ଲାମୁଣ୍ଡା,୭ା୭(ପ୍ରଦୀପ ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜର ଜାନିପଡ଼ା ପିଚୁ ରାସ୍ତାରେ ବର୍ଷା ପାଣି ଜମି ରହିଛି। ଫଳରେ ଲୋକଙ୍କୁ ଯିବା ଆସିବା କରିବାରେ ସମସ୍ୟା ସୃଷ୍ଟି ହେଉଛି। ଗତ କିଛି ମାସ ତଳେ କର୍ଲାମୁଣ୍ଡା ବ୍ଲକ ସଦର ରିଞ୍ଜଛକଠାରୁ…

ବର୍ଷା ୪ ମାସରେ ରାସ୍ତାରେ ଗଡ଼େନା ଆମ୍ବୁଲାନ୍ସ

ମହାକାଳପଡ଼ା,୫ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଁ ଗହଳି ବିକାଶ ପାଇଁ ବିପୁଳ ପରିମାଣରେ ଅର୍ଥ ବ୍ୟୟ ବରାଦ କରାଯାଇଛି। ବର୍ଷା ପାଣିରେ ରାସ୍ତା କାଦୁଅ ଯୋଗୁ ପଡ଼ାକୁ ପଶି ପାରେନା ୧୦୮ ଆମ୍ବୁଲାନ୍ସ। ଫଳରେ…

ମରଣଯନ୍ତା ପାଲଟିଛି ରିଷିଡ଼ା ପୌରକେଲା ରାସ୍ତା

କର୍ଲାମୁଣ୍ଡା/ରିଷିଡ଼ା,୪ା୭(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପୌରକେଲା ଗ୍ରାମ୍ୟ ଉନ୍ନୟନ ରାସ୍ତାଟି ମରାମତି ଅଭାବରୁ ଏବେ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି। ଏହି ରାସ୍ତାର ଅନେକ ସ୍ଥାନରେ ପିଚୁ ଉଠି ଯାଇ ଖାଲଖମା ସୃଷ୍ଟି…

ଲଗାଣ ଝଡ଼ବର୍ଷା: ରାସ୍ତାରେ ଉପୁଡ଼ିପଡ଼ିଲା ବିରାଟ ଗଛ, ଜନଗହଳି ରାସ୍ତା ଏବେ…

ପଟ୍ଟାଙ୍ଗି,୨ା୭(ଶରତ କୁମାର ଧଳ): କୋରାପୁଟ ଜିଲା ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ ପଟ୍ଟାଙ୍ଗି ବ୍ଲକରେ ଲଗାଣ ବର୍ଷା ଯୋଗୁ ଜନସାଧାରଣ ଅତିଷ୍ଠ ହୋଇପଡ଼ିଛନ୍ତି। ଲଗାଣ ଝଡ଼ବର୍ଷାରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତାରେ ପଡ଼ିଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ରାସ୍ତାରେ…

ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତାରେ ସ୍ବାଭାବିକ ହେଲା ଭାରୀଯାନ ଚଳାଚଳ

ଦାରିଙ୍ଗବାଡ଼ି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତା ବିଚ୍ଛିନ୍ନ ଘଟଣାରେ ଆସିଛି ସୁଧାର। ବୁଧବାର ସକାଳଠାରୁ ସମସ୍ତ ପ୍ରକାର ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି। ଗୁମା ନଦୀର ଉକ୍ତ ଡାଇଭର୍ସନ ଉପରେ ହ୍ୟୁମ୍‌ ପାଇପ୍‌ ପକାଯାଇ ମରାମତି କରାଯାଇଛି।…

ମରଣଯନ୍ତା ପାଲଟିଛି ହୁମ୍ମା ଗଳାଶଙ୍ଖ ରାସ୍ତା

ଗଞ୍ଜାମ,୨୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ହୁମ୍ମା ପଞ୍ଚାୟତର ପୁରୁଷୋତ୍ତମପୁର ଯିବା ଗଳାଶଙ୍ଖ ରାସ୍ତା ଏବେ ମରଣଯନ୍ତା ପାଲଟିଥିବା ଜଣାପଡ଼ିଛି। ସେଠାରେ ଛୋଟ ବଡ଼ ଗର୍ତ୍ତ ଥିବାରୁ ପ୍ରାୟ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଛି। ଉକ୍ତ ଗଳାଶଙ୍ଖ ରାସ୍ତାଟି ମୁଖ୍ୟ ରାସ୍ତା ହୋଇଥିବା…

ସାମାନ୍ୟ ବର୍ଷାରେ ସହର ସ୍ଥିତି ବେହାଲ୍‌: ଆଗକୁ ସ୍ଥିତି ଅସମ୍ଭାଳ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ୍‌ ଅବ୍ୟବସ୍ଥା ନିତିଦିନିଆଁ ଘଟଣାରେ ପରିଣତ ହୋଇଯାଇଛି। ପ୍ରତିବର୍ଷ ଅବ୍ୟବସ୍ଥିତ ଡ୍ରେନେଜ୍‌ ବ୍ୟବସ୍ଥା ଯୋଗୁ ସହର ଜଳାର୍ଣ୍ଣବ ହୋଇ ପଡ଼ିଥାଏ। ଏହାର ପ୍ରତିକାର ଦିଗରେ ସ୍ଥାନୀୟ ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ଆଖି ବୁଜି…

ସୁଧୁରୁନି କେସିଙ୍ଗା-ଟିଟିଲାଗଡ଼ ରାସ୍ତା ସମସ୍ୟା, ସମାଧାନ ପାଇଁ ଦାବିପତ୍ର

କେସିଙ୍ଗା,୧୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସିଟିଜେନ ଫୋରମ ପକ୍ଷରୁ ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନଙ୍କୁ ୩ଦଫା ଦାବିପତ୍ର ରବିବାର ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସହରସ୍ଥିତ ସରକାରୀ ହାଇସ୍କୁଲ ପରିସରରେ ସିଟିଜେନ୍‌ ଫୋରମ୍‌ର ସଭାପତି ଡ.ହେମରାଜ ସାହାଙ୍କ…

ସରକାରୀ ରାସ୍ତା ଉଚ୍ଛେଦ ଦାବି, ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେସିଙ୍ଗା,୧୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଶିରୋଲ ମୌଜାରେ ବିଶ୍ୱନାଥ ରାଇସ୍‌ ମିଲ୍‌ ସରକାରୀ ଗୋଚର ଓ ମୁଣ୍ଡା ଜମି ଉପରେ ବେନିୟମ ଭାବେ ରାସ୍ତା ନିର୍ମାଣ କରିଥିବାରୁ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?