କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର...