ନୂଆଦିଲ୍ଲୀ,୧୫ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କୁ ଏକ ସରକାରୀ ବୈଠକ ପରେ ସର୍ବସାଧାରଣରେ ଗୁଳିମାଡ଼ ହୋଇଛି। ଏଥିରେ ସେ ଆହତ ହୋଇଥିବା ସ୍ଥାନୀୟ ମିଡ଼ିଆ ରିପୋର୍ଟ କରିଛି।…