ପୁଣି ଶିବମନ୍ଦିରକୁ ଟାର୍ଗେଟ୍ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି… ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ ଥିବା ବାବା ମଲିକେଶ୍ୱର ମନ୍ଦିର ହୁଣ୍ଡିରୁ ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା…