ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା ବୁଡ଼ି ଯାଇଥିବା ଜାତିସଂଘର ଦୁଇଟି ଏଜେନ୍ସି ରିପୋର୍ଟ କରିଛି। ନିଖୋଜ ବ୍ୟକ୍ତିମାନେ ମୁଖ୍ୟତଃ…