କୋହଲି, ରୋହିତ, ମୁଁ ଏପରି କରିପାରିଥାଆନ୍ତୁ: ଅଶ୍ୱିନଙ୍କ ମନ୍ତବ୍ୟ ପରେ ଗାଭାସ୍କରଙ୍କ କଡ଼ା ଜବାବ
ଢେଙ୍କାନାଳ,୨୮ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଟେଷ୍ଟ୍ ସିରିଜରେ ଭାରତର ୦-୨ ପରାଜୟ ପରେ ଦଳର ପରିବର୍ତ୍ତନ ରଣନୀତିକୁ ନେଇ ପ୍ରଶ୍ନ ଉଠିଛି। ଏହି ପ୍ରସଙ୍ଗରେ ପୂର୍ବତନ ସ୍ପିନର ରବିଚନ୍ଦ୍ରନ୍ ଅଶ୍ୱିନ୍ ମତ ଦେଇଛନ୍ତି ଯେ ତାଙ୍କ ସହ ବିରାଟ...
ଗୌତମ ଗମ୍ଭୀରଙ୍କୁ ବାଦ୍ ଦେବାକୁ ବିସିସିଆଇକୁ ପରାମର୍ଶ ଦେଲେ ପୂର୍ବତନ ଖେଳାଳି
ମୁମ୍ବାଇ,୨୮ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ରେ ଭାରତର ଶୋଚନୀୟ ପରାଜୟ ପରେ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ, ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍ ମନୋଜ ତିୱାରୀ ଭାରତୀୟ କ୍ରିକେଟ୍...
ଅଷ୍ଟ୍ରେଲିଆ ବିପକ୍ଷ ୩ ଦିନିକିଆ ପାଇଁ ଭାରତୀୟ ଟିମ୍ ଘୋଷଣା: ରୋହିତ, ବିରାଟଙ୍କୁ ମିଳିଲା ନାହିଁ ସ୍ଥାନ
ମୁମ୍ବାଇ,୧୪।୯: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ‘ଏ’ ଟିମ୍ ଘୋଷଣା କରିଛି। ଏହି ସିରିଜ୍ରେ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ସ୍ଥାନ...
Video: ଚାମ୍ପିଅନ୍ସ ଟ୍ରଫିରେ ଘଟିଥାନ୍ତା ବଡ଼ ଅଘଟଣ, ରୋହିତଙ୍କ ଯୋଗୁ ବିପଦରେ ପଡ଼ିଲା ଜୀବନ…
ଦୁବାଇ,୪।୩: ଟିମ୍ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଜଣାଶୁଣା। ଯେବେବି ସେ ଶଟ୍ ଖେଳନ୍ତି ବିରୋଧି ଅଧିନାୟକ ଚିନ୍ତାରେ ପଡ଼ିଯାଆନ୍ତି। ହେଲେ ଅଷ୍ଟ୍ରେଲିଆ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ୍ରେ ରୋହିତ ଅମ୍ପାୟାରଙ୍କ ଜୀବନକୁ...
ଜାରି ହେଲା ଆଇସିସି ୱାନ୍ଡେ ରାଙ୍କିଂ, ପ୍ରଥମ ୫ ଜଣଙ୍କ ମଧ୍ୟରେ ୩ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ, ୨୧।୦୮: ଇଣ୍ଟରନାସନାଲ୍ କ୍ରିକେଟ୍ କାଉନ୍ସିଲ୍ ବା ଆଇସିସିର ଦିନିକିଆ ରାଙ୍କିଂରେ ଭାରତୀୟ କ୍ରିକେଟରଙ୍କ ଜଲ୍ୱା ପୁଣିଥରେ ଦେଖିବାକୁ ମିଳିଛି । କେବଳ ଭାରତୀୟ ଖେଳାଳି ନୁହଁନ୍ତି, ଗତ ସପ୍ତାହରେ କୌଣସି ମ୍ୟାଚ ଖେଳାଯାଇନଥିଲ। ଏହାପରେ ମଧ୍ୟ ଆଇସିସି ଏହାର...
ରିଷଭ ପନ୍ତଙ୍କ ବଦଳରେ ଖେଳିବେ କେ.ଏଲ୍ ରାହୁଲ, ରିୟାନ ପରାଗଙ୍କୁ ମିଳିଲାନି ସ୍ଥାନ
ନୂଆଦିଲ୍ଲୀ, ୦୨।୦୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ୱାନ୍ଡେ ସିରିଜ୍ର ପ୍ରଥମ ମ୍ୟାଟ୍ କିଛି ସମୟ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଟି-୨୦ ବିଶ଼୍ବକପ୍ ପରେ ରୋହିତ ଶର୍ମା ଟିମ୍କୁ ଫେରିଛନ୍ତି । ଏଥି ସହିତ...
ବର୍ଷା ଧୋଇନେବ କି ଭାରତ-ଶ୍ରୀଲଙ୍କା ମ୍ୟାଚ୍ ? ଜାଣନ୍ତୁ କେମିତି ରହିଛି ପାଣିପାଗ
ନୂଆଦିଲ୍ଲୀ, ୦୨।୦୮: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ଼୍ବରେ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜୁ ଭାରତ ୩-୦ ରେ ନିଜ ନାମରେ କରିଛି । ଏହି ସିରିଜ ପରେ ରୋହିତ ଶର୍ମାଙ୍କ ଅଧିନାୟକତ଼୍ବରେ ଆଜି ଭାରତୀୟ ଦଳ ୩ ମ୍ୟାଚ୍ ବିଶିଷ୍ଟ ୱାନ୍ଡେ...
‘ଚିନ୍ତା କର ନାହିଁ, ସେ ବ୍ୟାଟିଂ କରିବେ’; ରୋହିତଙ୍କ ପ୍ରଶଂସକଙ୍କୁ ଏଭଳି ଜବାବ ଦେଲେ ଆକାଶ ଅମ୍ବାନୀ
ଦୁବାଇ,୨୧।୧୨: ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ପଦରୁ ରୋହିତ ଶର୍ମାଙ୍କୁ ହଟାଇ ଦିଆଯାଇଛି। ଏନେଇ ଘୋଷଣା ହେବା ପରେ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ଆଇପିଏଲ୍ର ଅକ୍ସନ ସମୟରେ ମଧ୍ୟ ଜଣେ ପ୍ରଶଂସକ ‘ରୋହିତଙ୍କୁ ଫେରାଇ ଆଣ’ ବୋଲି ଚିତ୍କାର କରିଥିଲେ। ଏହାର...
Archives


