ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ରୋହିତ ଶର୍ମା ମୁମ୍ବାଇ, ୭।୫: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୨୪-୨୫ ବର୍ଡର-ଗାଭାସ୍କର ଟ୍ରଫି ପରେ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି, ଯେଉଁଠାରେ ତାଙ୍କର ପ୍ରଦର୍ଶନ ନିରାଶାଜନକ ଥିଲା। ତିନୋଟି ଟେଷ୍ଟରେ ମାତ୍ର ୩୧…