Rohit Sharma: ରୋହିତ ଶର୍ମାଙ୍କ ପାଇଁ ଏହି ଐତିହାସିକ ରେକର୍ଡରୁ ବଞ୍ଚିତ ହେଲେ ଅକ୍ଷର ପଟେଲ ଦୁବାଇ,୨୦।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ, ଭାରତୀୟ ଦଳ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳୁଛି। ମ୍ୟାଚ୍ରେ ବାଂଲାଦେଶ ଅଧିନାୟକ ନାଜମୁଲ ହାସନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବୋଲିଂ କରି ଭାରତୀୟ ଦଳ...