ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍ର ବିଶାଳ ଲକ୍ଷ୍ୟ ପିଛା କରୁଥିବା ବେଳେ ରୋହିତ ମାତ୍ର ୭୨ଟି ବଲ୍ରେ ଶତକ ପୂରଣ କରିଛନ୍ତି। ଶତକ ପୂରଣ…

