ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍ କୋଚ୍ ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟର ରୋହିତ ଶର୍ମା ମଧ୍ୟ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାରେ ଲାଗିଛନ୍ତି। ସୋସିଆଲ ମିଡିଆରେ ରୋହିତଙ୍କ ଫିଟନେସ…