Tag Archives: rohit sharma

ଟି-୨୦ ବିଶ଼୍ବକପ୍‌ ବିଜୟ ପରେ ପ୍ରଥମ ସିରିଜ୍‌ ଖେଳିବେ ରୋହିତ

ନୂଆଦିଲ୍ଲୀ, ୩୦।୦୭: ଭାରତୀୟ କ୍ରିକେଟ୍‌ ଟିମ୍‌କୁ ଆଇସିସି ଟି-୨୦ ବିଶ଼୍ବକପ୍‌ ଚାମ୍ପିୟନ କରିବା ପରେ କ୍ୟାପ୍ଟେନ୍‌ ରୋହିତ ଶର୍ମା ପ୍ରଥମ ସିରିଜ୍‌ ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି । କିନ୍ତୁ ଆଇସିସି ଟ୍ରଫି ଜିତିବା ପରେ ସେ ବ୍ରେକ୍‌ ନେବା ପାଇଁ ନିଷ୍ପତ୍ତି…

‘ରୋହିତ ଖେଳିବା ଉଚିତ ନୁହେଁ, ସେ ବେହୋସ୍‌ ହୋଇଯିବେ’

ନୂଆଦିଲ୍ଲୀ,୨୪।୭: ଟିମ୍‌ ଇଣ୍ଡିଆର ନୂଆ ହେଡ୍‌ କୋଚ୍‌ ଗୌତମ ଗମ୍ଭୀର ନିକଟରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ ଏଭଳି କଥା କହିଥିଲେ , ଯାହାକୁ ନେଇ ପ୍ରଶଂସକ ଖୁସି ହୋଇଯାଇଥିଲେ। ଯେତେବେଳ ଯାଏ ଉଭୟ ଚାହିଁବେ ଦିନିକିଆ ଖେଳିପାରିବେ।…

ଆଉ କେତେ ଦିନ ଖେଳିବେ ବିରାଟ-ରୋହିତ ? ଗମ୍ଭୀର ଦେଲେ ସୂଚନା

ନୂଆଦିଲ୍ଲୀ,୨୨ା୭: ସୋମବାର ଅନୁଷ୍ଠିତ ଖବରତଦାତା ସମ୍ମିଳନୀରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା କରି ବିଭିନ୍ନ ଖେଳାଳିଙ୍କ ଚୟନ ଏବଂ ଦଳରୁ ବାଦ ଦେବା ପ୍ରସଙ୍ଗରେ ମୁହଁ…

ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍‌

ନୂଆଦିଲ୍ଲୀ, ୦୮।୦୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ପେସ୍‌ ବୋଲର ଜସପ୍ରୀତ୍‌ ବୁମ୍‌ରାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଏହି ଖେଳାଳିଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍‌ଡେ ସିରିଜ୍‌ରୁ…

Video: ଭବିଷ୍ୟବାଣୀ କରିଥିଲେ ଜୟ ଶାହା, ସତ କରିଦେଲେ ରୋହିତ

ନୂଆଦିଲ୍ଲୀ,୩୦ା୬: କ୍ରିକେଟ ଜଗତରେ ଟି ୨୦ ବିଶ୍ୱକପର ନୂଆ ଚମ୍ପିୟନ ମିଳିଯାଇଛି। ଭାରତ ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଛି। ମ୍ୟାଚରେ ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନ ପରେ ସୋସିଆଲ ମିଡିଆରେ…

ନିଆରା ଉପାୟରେ ବିଜୟ ପାଳିଲେ ରୋହିତ ଶର୍ମା; ଦେଖନ୍ତୁ ଭିଡିଓ

ବ୍ରିଜଟାଉନ୍‌ (ବାର୍ବାଡୋସ),୩୦ା୬: ଭାରତୀୟ ଦଳର ଟି -୨୦ ବିଶ୍ୱକପ ୨୦୨୪ ବିଜୟ ପରେ ଅଧିନାୟକ ରୋହିତ ଶର୍ମା ଏକ ନିଆରା ଉପାୟରେ ଖୁସି ମନାଇଛନ୍ତି। ବାରବାଡୋସରେ ଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ରୋହିତଙ୍କ ନେତୃତ୍ୱରେ ଭାରତ ବିଜୟ ସହିତ ଆଇସିସି ଟାଇଟଲ…

ବିରାଟଙ୍କ ପରେ ଅବସର ଘୋଷଣା କଲେ ରୋହିତ ଶର୍ମା

ଶନିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲରେ ବିଶ୍ୱକପ ଜିତିବା ପରେ ସେ ଭାରତ ଅଧିନାୟକ ରୋହିତ ଶର୍ମା ଟି -୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରୋହିତ କହିଛନ୍ତି ଯେ, ସେ ଟେଷ୍ଟ ଏବଂ ଦିନିକିଆ ଫର୍ମାଟରେ ଭାରତ ପାଇଁ…

୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ ଏହାପୂର୍ବରୁ…

ଗୌତମ ଗମ୍ଭୀର ଭାରତର କୋଚ୍ ହେଲେ ଦଳରେ ବିରାଟ-ରୋହିତଙ୍କ ପାଇଁ ଶେଷ ସୁଯୋଗ: ରିପୋର୍ଟ

ମୁମ୍ବାଇ,୨୪।୬: କ୍ରିକେଟ ଦଳର ଭାବି କୋଚ୍ ଗୌତମ ଗମ୍ଭୀର ତାଙ୍କର ସାକ୍ଷାତକାର ସମୟରେ ବିସିସିଆଇର କ୍ରିକେଟ୍ ପରାମର୍ଶଦାତା କମିଟି (ସିଏସି) ଆଗରେ ପାଞ୍ଚ ସର୍ତ୍ତ ରଖିଥିଲେ। ଯାହାକୁ ବିସିସିଆଇ ମାନି ନେଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏହି ଦାବି ଗୁଡିକ…

”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ ରେକର୍ଡିଂ କରିବା ଏବଂ ଏହାକୁ ପ୍ରସାରଣକୁ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା କଡ଼ା…

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ ନେଇ ସେ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକର ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ…

ରୋହିତ ଶର୍ମାଙ୍କ ଉପରେ ଭାରି ପଡ଼ିଲା ମହେନ୍ଦ୍ର ସିଂ ଧୋନୀଙ୍କ ୨୦ ରନ୍, ୩ ଛକାରେ କମ୍ପିଲା ଓ୍ବାଙ୍ଖଡେ

ମୁମ୍ବାଇ,୧୫ା୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଅପରାଜିତ ଶତକ ମହେନ୍ଦ୍ର ସିଂ ଧୋନିଙ୍କ ୨୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri