Tag Archives: rohit sharma

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ଧର୍ମଶାଳାରେ ଖେଳାଯାଉଥିବା ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ ନଥିଲେ। ରୋହିତଙ୍କ ଅନୁପସ୍ଥିତି ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଚଳିତ ବର୍ଷ ଆରମ୍ଭରେ ଭାରତର…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ ଜବରଦସ୍ତ ଫର୍ମ ସହ ଫେରିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟସ ବିପକ୍ଷ ମ୍ୟାଚରେ ରୋହିତଙ୍କ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ ଜଣାଇଥିଲେ। ହାର୍ଦ୍ଦିକ ଡ୍ରେସିଂ ରୁମରେ ଏକ ହୃଦୟସ୍ପର୍ଶୀ ଭାଷଣ ଦେଇଥିଲେ। ତାଙ୍କ ଭାଷଣରେ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ସେ ପୁଣି ଥରେ ପ୍ରମାଣ କରିଛନ୍ତି ଯେ କ୍ଲାସ କାଳଜୟୀ। ପ୍ରାୟ…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ ଏହି ଅର୍ଦ୍ଧଶତକୀୟ ଇନିଂସ ପାଇଁ, ମୁମ୍ବାଇ କୋଲକାତା ନାଇଟ ରାଇଡର୍ସକୁ ୬ ୱିକେଟରେ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା ବର୍ଷେ ମଧ୍ୟରେ ଭାରତ ଗସ୍ତ କରିବେ। ଏହି ସମୟ ମଧ୍ୟରେ, ଟିମ ଇଣ୍ଡିଆ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଏବେ ଅନେକ ପ୍ରଶ୍ନ ଉଠିଛି। କ’ଣ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ…

ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ କୋହଲି, ସଚିନ ତେନ୍ଦୁଲକର ଏବଂ ରୋହିତ ଶର୍ମାଙ୍କୁ ପଛରେ ପକାଇ ଓ୍ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ…

୨୦୨୭ ବିଶ୍ୱକପ୍ ଉପରେ BCCIର ନଜର: ରୋହିତ-ବିରାଟଙ୍କୁ ନେଇ ବଡ଼ ପ୍ଲାନ୍!

ମୁମ୍ବାଇ,୧୩।୩: ଟି-୨୦ ବିଶ୍ୱକପ୍ ସଫଳତା ପରେ ଏବେ ବିସିସିଆଇର ପରବର୍ତ୍ତୀ ଟାର୍ଗେଟ୍ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ୍। ୨୦୧୧ ପରଠାରୁ ଦୀର୍ଘ ପ୍ରତୀକ୍ଷିତ ଏହି ଟ୍ରଫି ହାସଲ ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ନେଇ ଏକ ସ୍ୱତନ୍ତ୍ର ରଣନୀତି…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬ ଉଇକେଟରେ ପରାସ୍ତ କରିଛି। ଏହା ଜିମ୍ବାୱେର ICC ଇଭେଣ୍ଟରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ…

ରୋହିତ ଶର୍ମାଙ୍କ ବଡ଼ ଖୁଲାସା, ବିଶ୍ୱକପ୍ କେବଳ ଖେଳିବା ନୁହେଁ ବରଂ ଟ୍ରଫି ଜିତିବା…

ନୂଆଦିଲ୍ଲୀ,୧୨।୨: ବର୍ତ୍ତମାନ ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ୍ ଉପରେ ସମସ୍ତଙ୍କର ଧ୍ୟାନ ରହିଛି । ୨୦୨୭ରେ ଦିନିକିଆ ବିଶ୍ୱକପରେ ଅଂଶଗ୍ରହଣକାରୀ ଦଳଗୁଡ଼ିକ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରୋହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?