Tag Archives: rohit sharma

Video: ବିଜୟ ଟ୍ରଫି ନେବାକୁ ଭୁଲିଗଲେ ରୋହିତ ଶର୍ମା; ଭାଇରାଲ ହେଉଛି ଭିଡ଼ିଓ

ନୂଆଦିଲ୍ଲୀ,୧୪।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ, ଇଂଲଣ୍ଡ ଧଳା ବଲ ସିରିଜ ପାଇଁ ଟିମ ଇଣ୍ଡିଆ ଗସ୍ତ କରିଥିଲା। ଉଭୟଙ୍କ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି୨୦ ଏବଂ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଇଥିଲା। ପ୍ରଥମ ଟି-୨୦ ସିରିଜରେ…

IND vs ENG 3rd ODI: ଟସ୍‌ ଜିତିଲା ଇଂଲଣ୍ଡ; ଭାରତୀୟ ଦଳରେ ୩ ପରିବର୍ତ୍ତନ

ଅହମଦାବାଦ,୧୨।୨: ଅହମଦାବାଦ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇବ। ଏହି ମ୍ୟାଚ ପାଇଁ ଇଂଲଣ୍ଡ ପ୍ଲେଇଙ୍ଗ-୧୧ରେ ଗୋଟିଏ ପରିବର୍ତ୍ତନ କରିଛି। ଭାରତ ଦଳରେ…

ଭାରତକୁ ୩ ଦିନରେ ପରାସ୍ତ କରିଦେବୁ….ପୂର୍ବତନ ଅଧିନାୟକଙ୍କ ଅଜବ ଦାବି

କଲମ୍ବୋ,୧୧।୨: ଗତ ବର୍ଷ ଟିମ ଇଣ୍ଡିଆ ପାଇଁ କିଛି ବିଶେଷ ନ ଥିଲା। ଯଦିଓ ଭାରତୀୟ କ୍ରିକେଟ ଦଳ ୨୦୨୪ରେ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା, ତଥାପି ଟେଷ୍ଟ ଏବଂ ଦିନିକିଆରେ ଏହାର ପରିସଂଖ୍ୟାନ ଲଜ୍ଜାଜନକ ରହିଥିଲା। ଭାରତ ଘରୋଇ ନ୍ୟୁଜିଲାଣ୍ଡଠାରୁ…

ବାରବାଟୀ ବିଜୟ ପରେ ଖୁସିରେ ଗଦ୍‌ଗଦ୍‌ ହୋଇ ଏମିତି କହିଦେଲେ ରୋହିତ ଶର୍ମା

କଟକ,୧୦।୨: ଇଂଲଣ୍ଡ ବିପକ୍ଷରେ ୧୧୯ ରନର ଏକ ଚମତ୍କାର ଇନିଂସ ଖେଳି ରୋହିତ ଶର୍ମା ନିଜ ଫର୍ମକୁ ଫେରିଥିଲେ। ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ, ସେ ଫର୍ମ ହାସଲ କରି ସମାଲୋଚକମାନଙ୍କୁ ଉପଯୁକ୍ତ ଜବାବ ଦେଇଥିଲେ। ଏହି ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ…

କଟକରେ ୩ ବଡ଼ ରେକର୍ଡ କଲେ ହିଟ୍‌ମ୍ୟାନ୍‌: ଭାଙ୍ଗିଲେ ଅନେକ କିମ୍ବଦନ୍ତୀଙ୍କ ରେକର୍ଡ

କଟକ,୧୦।୨: ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କର ବିସ୍ଫୋରକ ବ୍ୟାଟିଂ ପାଇଁ ପ୍ରସିଦ୍ଧ। ସେ କଟକରେ ପୁଣି ଥରେ ତାହା ପ୍ରମାଣ କରିଦେଖାଇଛନ୍ତି। ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଦିନିକିଆରେ ସର୍ବାଧିକ ରନ ସ୍କୋର କରିବାରେ ଚତୁର୍ଥ ଭାରତୀୟ ବ୍ୟାଟସମ୍ୟାନ…

ବାରବାଟୀରେ ରୋହିତଙ୍କ ଧୂଆଁଧାର ଶତକ: ୧୬ ମାସ ପରେ ଫର୍ମକୁ ଫେରିଲେ

କଟକ, ୯ା୨: ଭାରତୀୟ ଦଳ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ 305 ରନ୍‌ର ଟାର୍ଗେଟ୍…

ରୋହିତ ଶର୍ମାଙ୍କ ପାଇଁ ଶୁଭ ବାରବାଟୀ ଷ୍ଟାଡିୟମ: ମାତ୍ର ୨୪ ରନ୍‌ କଲେ ଭାଙ୍ଗିବେ ରେକର୍ଡ

କଟକ,୮।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ସମସ୍ତ ପ୍ରଶଂସକଙ୍କ ନଜର ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନ ଉପରେ ରହିବ। ଏହି ସିରିଜର ପ୍ରଥମ ମ୍ୟାଚ୍‌ରେ ରୋହିତ ବ୍ୟାଟ୍‌ରେ କିଛି ବିଶେଷ…

ବିଶ୍ୱବିଜେତା ଟିମ୍‌ଇଣ୍ଡିଆର ଖେଳାଳିଙ୍କୁ ବିସିସିଆଇ ଦେଲା ‘ଡାଏମଣ୍ଡ ରିଙ୍ଗ’: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୮।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା। ଟିମ ଇଣ୍ଡିଆର ବିଜୟ ପରେ, ଏକ ବିଜୟ ପରେଡ ମଧ୍ୟ ଆୟୋଜନ କରାଯାଇଥିଲା। ଏହା ପରେ ପୁରସ୍କାର କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଭାରତୀୟ କ୍ରିକେଟ…

ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ…

Champions Trophy: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ସବୁ ପ୍ରକାରର ପରୀକ୍ଷା କରିବାକୁ ଚାହୁଁଛନ୍ତି ଅଧିନାୟକ ରୋହିତ

ନୂଆଦିଲ୍ଲୀ,୭ା୨: ଅଧିନାୟକ ରୋହିତ ଶର୍ମା ଗୁରୁବାର କହିଛନ୍ତି ଯେ ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ କିଛି ବିଶେଷ ହାସଲ କରିବାକୁ ଚେଷ୍ଟା କରୁନାହିଁ କିନ୍ତୁ ଇଂଲଣ୍ଡ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍ ପରି ଯଥାସମ୍ଭବ ସଠିକ୍ ପ୍ରଦର୍ଶନ କରିବାକୁ ଚାହୁଁଛି।…

ରୋହିତ ଶର୍ମାଙ୍କୁ BCCIର ନିର୍ଦ୍ଦେଶ: ଚାମ୍ପିଅନ୍ସ ଟ୍ରଫି ପରେ ଭବିଷ୍ୟତ ଯୋଜନା ସ୍ପଷ୍ଟ କର

ମୁମ୍ବାଇ,୫ା୨: ଭାରତର ଏକଦିବସୀୟ ଏବଂ ଟେଷ୍ଟ ଅଧିନାୟକ ରୋହିତ ଶର୍ମାଙ୍କୁ ଚଳିତ ମାସ ଶେଷରେ ଆରମ୍ଭ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପରେ ତାଙ୍କର ଭବିଷ୍ୟତ ଯୋଜନା ପ୍ରସ୍ତୁତ କରିବାକୁ କୁହାଯାଇଥିବା ଜଣାପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ ବିସିସିଆଇ ପାକିସ୍ତାନ ଏବଂ…

କଡ଼ା ଭାଷାରେ ସମାଲୋଚନା କରୁଛନ୍ତି ସୁନୀଲ ଗାଭାସ୍କର, BCCI ନିକଟରେ ଅଭିଯୋଗ କଲେ ରୋହିତ

ମୁମ୍ବାଇ, ୨୮।୧: ବର୍ଡର-ଗାଭାସ୍କର ଟ୍ରଫି (BGT) ୨୦୨୪-୨୫ ସମୟରେ ଭାରତର ଟେଷ୍ଟ ଅଧିନାୟକ ରୋହିତ ଶର୍ମାଙ୍କ ଅଷ୍ଟ୍ରେଲିଆ ଗସ୍ତ ଏକ ଚ୍ୟାଲେଞ୍ଜିଂ ଥିଲା। ସେ ବ୍ୟାଟ୍ ଏବଂ ତାଙ୍କ ନେତୃତ୍ୱ ନେବାର ଦକ୍ଷତା ଉପରେ ପ୍ରଶ୍ନ ଘେରକୁ ଆସିଥିଲେ। ପିତୃତ୍ୱ ଛୁଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri