ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ ପ୍ରାୟ ୩ରୁ ୪ ରାଉଣ୍ଡ ଫାୟାରିଂ କରାଯାଇଛି। ଘଟଣା ପରଠାରୁ ରୋହିତଙ୍କ ପରିବାର…