ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’ ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ ମେଟ୍ରୋ ଷ୍ଟେସନରେ ଦେଖିବା ପରେ, ରାଗିବା ପରିବର୍ତ୍ତେ ସେଠାରେ ହିଁ ଉଭୟଙ୍କର ‘ରୋକା’…