ବୁରିରାମ(ଥାଇଲାଣ୍ଡ), ୬।୬(ପି.ଟି.)- ପର୍ତ୍ତୁଗାଲ ତଥା ଜୁଭେଣ୍ଟସ୍ ଫୁଟ୍ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବୁଧବାର ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳା କେସ୍ ପ୍ରତ୍ୟାହାର…