ଭୁବନେଶ୍ୱର,୨୯ା୧୧: ଶୁକ୍ରବାରଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।…