Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ… ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍ ଡେ’ ବା ଗୋଲାପ ଦିବସରୁ ଆରମ୍ଭ ହୋଇଥାଏ। ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ଗୋଲାପ ଦେଇଥାନ୍ତି।…