ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍… ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ ମୁଖ୍ୟ ଅଂଶ ଭାବରେ ବିବେଚନା କରାଯାଉଥିବା ବେଳେ, ଫ୍ଲାଟବ୍ରେଡର କାହାଣୀ ଭାରତର ରେକର୍ଡ…