Tag Archives: Royal Challengers Bangalore

କୋହଲି ଅଷ୍ଟମ ଶତକ ବୃଥା, ରାଜସ୍ଥାନକୁ ଜିତାଇଲେ ବଟଲର

ଜୟପୁର,୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ବିରାଟ କୋହଲି ଅଷ୍ଟମ ଶତକ ସତ୍ତ୍ୱେ ପରାଜିତ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଶତକୀୟ ମ୍ୟାଚରେ ଜୋଶ ବଟଲରଙ୍କ ୧୦୦* ରନ ବଳରେ ରାଜସ୍ଥାନ ରୟାଲ୍ସ ୬ ଉଇକେଟରେ ବିଜୟୀ...

ଆରସିବି ଟ୍ରଫି ‘ମରୁଡ଼ି’ ଶେଷ କଲା ମହିଳା ଟିମ୍, ପ୍ରଥମ ଥର ପାଇଁ ଜିତିଲା ଟାଇଟଲ୍

ଭୁବନେଶ୍ୱର,୧୭।୩: ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଚମତ୍କାର ପ୍ରଦର୍ଶନ ସହିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ୍) ୨୦୨୪ ଟାଇଟଲ୍ ଜିତିଛି। ଟୁର୍ଣ୍ଣାମେଣ୍ଟର ଅନ୍ତିମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ...

ଏଥର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଟାଇଟଲ୍‌ ଜିତାଇବେ ‘କେଜିଏଫ୍‌’: ଜାଣନ୍ତୁ ‘କେଜିଏଫ୍‌’ କିଏ

ନୂଆଦିଲ୍ଲୀ,୧୫।୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଥରେ ବି ଆଇପିଏଲ ଟାଇଟଲ ଜିତି ନାହିଁ। ଦଳ ତିନିଥର ଫାଇନାଲରେ ପ୍ରବେଶ କରିଛି, କିନ୍ତୁ ଥମେ ବି ଟାଇଟଲ୍‌ ଜିତିନାହିଁ। ତେବେ ଏଥର ଆରସିବି ପୁନର୍ବାର ଟାଇଟଲ ପାଇଁ ଦାବିଦାର ରହିବ। ‘KGF’...

୪୦ ବର୍ଷ ବୟସରେ ପୁଣି ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ଏହି କ୍ରିକେଟର୍‌! ଟି-୨୦ ବିଶ୍ୱକପ୍‌ରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଲୀ,୯।୧: SA ଟି-୨୦ ଲିଗରେ ଚେନ୍ନାଇ ଫ୍ରାଞ୍ଚାଇଜ ଅଧିନାୟକ ଥିବା ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିପାରିବେ। ଟି-୨୦ ବିଶ୍ୱକପ ଖେଳିବା ନେଇ ସେ ଏକ ବଡ ବିବୃତ୍ତି ଦେଇଛନ୍ତି। ଡୁ ପ୍ଲେସିସ କହିଛନ୍ତି...

ସମସ୍ତଙ୍କୁ ଚକିତ କରି ଦୁଇ ମୁଖ୍ୟ ଖେଳାଳିଙ୍କୁ ଛାଡ଼ିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ମୁମ୍ବାଇ,୨୬।୧୧: ବୋଲିଂ ବିଭାଗକୁ ପୁନର୍ଗଠିତ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। ଦଳର ଷ୍ଟାର ବୋଲର ୱାନିନ୍ଦୁ ହସରଙ୍ଗା ଏବଂ ଜୋସ୍ ହାଜଲେଉଡ, ହର୍ଷଲ ପଟେଲଙ୍କ ଭଳି ବୋଲରଙ୍କୁ ରିଲିଜ କରିଛି। ମାର୍ଚ୍ଚ ଶେଷରେ ହାଜଲେଉଡ୍...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri