RCB ନ ଜିତିଲେ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଦେବି… ମହିଳା ପ୍ରଶଂସକଙ୍କ ଧମକ ହେଉଛି ଭାଇରାଲ୍ ନୂଆଦିଲ୍ଲୀ,୨।୬: IPL 2025ର ଉତ୍ସାହ ଶୀର୍ଷରେ ପହଞ୍ଚିଛି। ଏବେ ଫାଇନାଲ ମ୍ୟାଚ ବାକି ଅଛି। ଅନ୍ୟପକ୍ଷରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପ୍ରଶଂସକଙ୍କ ଉତ୍ସାହ ବଢିଯଇଛି। କ୍ୱାଲିଫାୟର-୧ରେ ପଞ୍ଜାବ କିଙ୍ଗ୍ସ ଉପରେ ଚମତ୍କାର ବିଜୟ ପରେ RCB ଫାଇନାଲରେ ପହଞ୍ଚିଛି। RCB ଦଳ…