ନୂଆ ଇନିଂସ ଆରମ୍ଭ କଲେ ରିଷଭ ପନ୍ତ: ଦାନ କରିଦେବେ…. ନୂଆଦିଲ୍ଲୀ,୬।୨: ଭାରତୀୟ ଦଳର ଉଇକେଟକିପର ବ୍ୟାଟସମ୍ୟାନ ରିଷଭ ପନ୍ତ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଏକ ଫାଉଣ୍ଡେସନ ଆରମ୍ଭ କରୁଛନ୍ତି। ଏହି ଫାଉଣ୍ଡେସନର ନାମ ଆର୍ପିଏଫ୍ ଅର୍ଥାତ୍ ରିଷଭ ପନ୍ତ ଫାଉଣ୍ଡେସନ ହେବ। ଏହାସହ ସେ ରୋଜଗାରର…