କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି କେକେଆର୍ ଆଫଗାନିସ୍ତାନର ୧୬ ବର୍ଷ ବୟସ୍କ ଅଫ୍ ସ୍ପିନର ଆଲ୍ଲହା ଗଜାନଫରଙ୍କୁ...