ବିକଶିତ ଓଡ଼ିଶା ଗଠନରେ ଭାଗୀଦାର ହେବ ରୁଚି ଭୁବନେଶ୍ୱର,୮ା୭(ଅଭୟ ଦାଶ): ବିଗତ ୪୯ବର୍ଷ ଧରି ସମାଜର ବିବିଧ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା କୃତୀ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରି ରୁଚି ଏକ ମହନୀୟ ପରମ୍ପରା ସୃଷ୍ଟି କରିଛି। ଏପରିକି କୋମଳମତି ଛାତ୍ରୀଛାତ୍ରମାନଙ୍କ ଜୀବନ ଗଠନ ପାଇଁ ପ୍ରାରମ୍ଭିକ ଅବସ୍ଥାରେ ଏହି…