‘ରୁଚି ମସଲା’ ପ୍ରତିଷ୍ଠାତା ଡକ୍ଟର ଶରତ କୁମାର ସାହୁଙ୍କ ପରଲୋକ ଭୁବନେଶ୍ୱର,୨।୧୧: ପ୍ରସିଦ୍ଧ ଶିଳ୍ପପତି ତଥା ରୁଚି ମସଲା ପ୍ରତିଷ୍ଠାତା ଏବଂ MD ଡକ୍ଟର ଶରତ କୁମାର ସାହୁଙ୍କର ରବିବାର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ମୁମ୍ବାଇ ଲୀଳାବତି ହସ୍ପିଟାଲରେ ଚିକିତ୍ସିତ ହେଉଥିବା...