କ୍ରିକେଟ ନିୟମରେ ବଡ଼ ପରିବର୍ତ୍ତନ: ଏଣିକି ବାଉଣ୍ଡ୍ରି ବାହାରେ ବାରମ୍ବାର ଡେଇଁ ଫିଲ୍ଡର… ନୂଆଦିଲ୍ଲୀ,୧୫।୬: ମେରିଲେବୋନ କ୍ରିକେଟ କ୍ଲବ (MCC) କ୍ରିକେଟ ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି ଯାହା ଏହି ମାସରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)ର ଖେଳ ନିୟମରେ ଅନ୍ତର୍ଭୁକ୍ତ ହେବ। ଏହି ନୂତନ ନିୟମ ଅନୁଯାୟୀ, ଫିଲ୍ଡରମାନେ ଆଉ ସୀମା ରେଖା…