ରୁପାଲି ଛକରେ ଭୟଙ୍କର ଦୁର୍ଘଟଣା: ଆମ ବସ୍ ନେଲା ଜୀବନ ଭୁବନେଶ୍ୱର,୩।୧: ପୁଣି ଆମ ବସ୍ ନେଲା ଜୀବନ। ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି ।…