ସହରରେ ୨୫ ଦିନ ପରେ ହୋଇପାରିବ ସିଲିଣ୍ଡର ବୁକିଂ, ତେବେ ଗାଁ ପାଇଁ କ’ଣ ରହିଛି ନିୟମ? ସଂସଦରେ ସରକାର ଦେଲେ ଉତ୍ତର ନୂଆଦିଲ୍ଲୀ,୧୨।୩: ସଂସଦରେ ଗ୍ୟାସ ସଙ୍କଟ ସମ୍ପର୍କରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ କହିଥିଲେ ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ଏଲପିଜି ସିଲିଣ୍ଡର ଅଛି ଏବଂ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି ଯେ କଳାବଜାରୀ ରୋକିବା…