ଅର୍ଣ୍ଣବ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ରାତିଅଧରେ ସ୍ଥିତି ପରଖିଲେ ଜିଲାପାଳ
ପୁରୁଷୋତ୍ତମପୁର,୨୯।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ତିନି ଦିନ ଧରି ଲଗାଣ ବର୍ଷା ଓ ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ । ଏପଟେ ଋଷିକୁଲ୍ୟା ନଦୀର ଜଳସ୍ତର ବଢ଼ୁଥିବା ବେଳେ ଅନ୍ଯପଟେ ଘୋଡ଼ାହାଡ଼ ଓ ଡହ ଡ୍ୟାମ୍ରୁ…
ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା
ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ ବର୍ଷାର ପ୍ରଭାବରେ ଋଷିକୁଲ୍ୟା ନଦୀର ଜଳସ୍ତର ଧୀରେଧୀରେ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଅଞ୍ଚଳରେ…

