ଋଷିଆ ଓ ୟୁକ୍ରେନ ମଧ୍ୟରେ ହୋଇଛି ଯୁଦ୍ଧବିରତି; ମେଲାନିଆ ଟ୍ରମ୍ପ କରିଥିଲେ ମଧ୍ୟସ୍ଥତା
ଓ୍ବାଶିଂଟନ,୨୭।୧୦: ମଙ୍ଗଳବାର (ଅକ୍ଟୋବର ୨୭) ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ସ୍ଥାନୀୟ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଉଲ୍ଲେଖନୀୟ ଯେ, ଆମେରିକାର ପ୍ରଥମ ମହିଳା (ଫାଷ୍ଟ ଲେଡି) ମେଲାନିଆ ଟ୍ରମ୍ପ ଏହି ବିଷୟରେ ହସ୍ତକ୍ଷେପ କରିଥିଲେ, ଯାହା ଫଳରେ ଦକ୍ଷିଣ ୟୁକ୍ରେନର…

