ଘୋର ଅନର୍ଥ…ଏମିତି କାହିଁକି ହେଲା? ଚାଇନା ଜାହାଜ ଉପରେ ଆକ୍ରମଣ କଲା ରୁଷିଆ, ତାହା ପୁଣି ପୁଟିନଙ୍କ ଗସ୍ତର ୨ ଦିନ ପୂର୍ବରୁ ବେଜିଂ,୧୯।୫: ୟୁକ୍ରେନ ଦାବି କରିଛି ଯେ ରୁଷିଆ ତାର ଘନିଷ୍ଠ ସହଯୋଗୀ ଚାଇନାର ଏକ ଜାହାଜ ଉପରେ ଆକ୍ରମଣ କରିଛି। ଅଲ ଜାଜିରାର ଏକ ରିପୋର୍ଟ ଅନୁଯାୟୀ, ୟୁକ୍ରେନ କହିଛି ଯେ କୃଷ୍ଣ ସାଗରରେ ଯାତ୍ରା କରୁଥିବା ଦୁଇଟି ମାଲବାହୀ ଜାହାଜକୁ…