ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ ଥିବା ୟୁକ୍ରେନର ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୂତାବାସ କହିଛି ଯେ...