‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି ଯେ ଯଦି ଟ୍ରମ୍ପ ଏପରି ପଦକ୍ଷେପ ନିଅନ୍ତି, ତେବେ ତାଙ୍କ ନାମ ଇତିହାସରେ...