ୟୁକ୍ରେନ ସୀମାରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ: ରୁଷିଆନ୍ ଟିଭି ସାମ୍ବାଦିକାଙ୍କ ମୃତ୍ୟୁ ମସ୍କୋ,୨୬।୩: ରୁଷିଆର ମୁଖ୍ୟ ସରକାରୀ ଟିଭି ଚ୍ୟାନେଲ, ‘ଚ୍ୟାନେଲ ୱାନ’ର ଜଣେ ସାମରିକ ସମ୍ବାଦିକା ୟୁକ୍ରେନ ସୀମାରେ ମାଇନ୍ ବିସ୍ଫୋରଣରେ ଜୀବନ ହରାଇଛନ୍ତି। ଏହି ଘଟଣା ସୀମାର ରୁଷ ପାର୍ଶ୍ୱରେ, ବେଲଗୋରୋଡ ଅଞ୍ଚଳରେ ଘଟିଥିବା ଚ୍ୟାନେଲ କହିଛି। “ଚ୍ୟାନେଲ ୱାନ’ର...