ଗୁଳିମାଡ଼ରେ ରୁଷିଆର ବହିଷ୍କୃତ ମନ୍ତ୍ରୀଙ୍କ ମୃତ୍ୟୁ ମସ୍କୋ,୮ା୭: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ତାଙ୍କ କ୍ୟାବିନେଟର ପରିବହନ ମନ୍ତ୍ରୀ ରୋମାନ ଷ୍ଟାରୋଭୋଏଟ୍ଙ୍କୁ ବହିଷ୍କାର କରିବାର କିଛି ଘଣ୍ଟା ପରେ କାର୍ ଭିତରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ଦେହରେ ଗୁଳିମାଡ଼ ସହ ପାଖରେ ତାଙ୍କ ବ୍ୟବହୃତ ବନ୍ଧୁକ...