ବିରାଟ କୋହଲିଙ୍କୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ କୋଚ୍, ତାଙ୍କୁ ଡରନ୍ତି….
ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ବ୍ୟାଟର୍ ବିରାଟ କୋହଲିଙ୍କୁ ନେଇ ଏକ ରୋଚକ ଘଟଣା ସାମ୍ନାକୁ ଆଣିଛନ୍ତି ଟିମ୍ ଇଣ୍ଡିଆର ପୂର୍ବତନ ଆସିଷ୍ଟାଣ୍ଟ କୋଚ୍ ରାୟନ ଟେନ୍ ଡେସ୍କାଥେ। ଅଷ୍ଟ୍ରେଲିଆ ଗସ୍ତ ସମୟରେ କୋହଲିଙ୍କ ବ୍ୟାଟିଂରେ ଥିବା ଏକ ବୈଷୟିକ…

