୬ ବର୍ଷର ଝିଅକୁ କେନାଲକୁ ଠେଲି ଦେଲେ ବାପା: କାରଣ ଜାଣିଲେ ଟାଙ୍କୁରି ଉଠିବ ଲୋମ ପୁଣେ,୩।୧: ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ୨୮ ବର୍ଷୀୟ ପାଣ୍ଡୁରଙ୍ଗ ରୋଣ୍ଡମଙ୍ଗଲେ ନାନ୍ଦେଡ଼ର କେରୁର ଗାଁରେ ‘ବିରାଟ ସେଲୁନ’ ନାମକ ଏକ ଦୋକାନ ଚଳାନ୍ତି। ପାଣ୍ଡୁରଙ୍ଗଙ୍କ ସ୍ବପ୍ନ ଥିଲା ସରପଞ୍ଚ ନିର୍ବାଚନ ଲଢ଼ିବା। ଜୁନ ୨୦୨୬ରେ…