SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା ଆଫଗାନିସ୍ତାନ ବିପକ୍ଷରେ ଏକ ସ୍ମରଣୀୟ ବିଜୟ ହାସଲ କରିଛି। ନିର୍ଦ୍ଧାରିତ ଓଭରରେ ମ୍ୟାଚ୍…