ବ୍ୟବସାୟକୁ ସେବା ଭାବୁଥିବାରୁ ସବୁ ସୁରୁଖୁରୁରେ ଚାଲେ ଜଳବାୟୁ ପରିବର୍ତ୍ତନ ସହ ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରୁଛି। ଏହି ସମସ୍ୟା ଦିନକୁ ଦିନ ବଢ଼ିଚାଲିଥିବାବେଳେ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଅନେକ ଭିତ୍ତିଭୂମି ସୁଦୃଢ଼ ହେବା ସହ ବ୍ୟାପକ ହେବାରେ ଲାଗିଛି। ଏଭଳି ସ୍ଥଳେ…