ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ ତେନ୍ଦୁଲକର ଫିଡ଼ର ସେଣ୍ଟର ନେଟ୍ସ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବାରବାଟୀ…