‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାଷ୍ଟ୍ରପତି...