‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା...