୧୯ବର୍ଷରୁ କମ୍ ସାଫ୍ ମହିଳା ଫୁଟ୍ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍ ସାଫ୍ ମହିଳା ଫୁଟ୍ବଲ ଚାମ୍ପିୟନଶିପ୍ରେ ଏହାର ଅଭିଯାନ ଆରମ୍ଭ କରିଛି। ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିବା ପରେ…