ଭୁବନେଶ୍ୱର,୧୨ା୧୧: ଓଡ଼ିଶା ସବ୍-ଇନ୍ସପେକ୍ଟର (SI) ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ଏକ ବଡ଼ ସଫଳତା ପାଇଛି। କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିଙ୍କ ଘନିଷ୍ଠ ସହଯୋଗୀ…