ଏବେ ବିକ୍ରି ହେବାକୁ ଯାଉଛି ସାହାରା ହସ୍ପିଟାଲ, ଜାଣନ୍ତୁ କିଏ ହେବ… ନୂଆଦିଲ୍ଲୀ,୮।୧୨: ସାହାରା ଗ୍ରୁପ୍ ମାଲିକଙ୍କର ନଭେମ୍ବରରେ ମୃତ୍ୟୁ ଘଟିଛି। ‘ସାହାରା ଶ୍ରୀ’ ନିଜର ଜୀବନକାଳ ମଧ୍ୟରେ ଜିରୋରୁ ହିରୋ ହେବାର ଯାତ୍ରା ନିରୂପଣ କରିଥିଲେ। ହେଲେ ଯେଉଁ ଗ୍ରୁପ୍କୁ ସେ ନିଜ ଆଖି ସମ୍ମୁଖରେ ଶୀଖରରେ ପହଞ୍ଚାଇଥିଲେ ସେ ଧରାଶାୟୀ...